ରେଭ ପାର୍ଟି ମାମଲା, ଆର୍ୟନଙ୍କ ସତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୨ ତାରିଖ ରାତିରେ ମୁମ୍ବାଇ ସମୁଦ୍ରରେ ବିଳାସପୂର୍ଣ୍ଣ କ୍ରୁଜ୍ ଉପରେ ହୋଇଥିବା ରେଭ ପାର୍ଟିରେ ରେଡରୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ଶେଷରେ ସତ କହିଛନ୍ତି ଆର୍ୟନ୍ୟ ଖାନ । ଏନସିବି ଅଧିକାରୀଙ୍କ ନିକଟରେ ସେ ସ୍ୱୀକାର କରିଛନ୍ତି ଯେ ସେ ଚରସ ସେବନ କରିଛନ୍ତି । ଏନସିବି ରିପୋର୍ଟରେ ଏନେଇ ସ୍ପଷ୍ଟ କରାଯାଇଛି ।

ତାଙ୍କ ବନ୍ଧୁ ଅରବାଜ ମର୍ଚାଣ୍ଟ ମଧ୍ୟ ତାଙ୍କ ଜୋତାରେ ୬ ଗ୍ରାମର ପ୍ୟାକେଟ ଲୁଚାଇ ରଖିଥିଲେ । ମୁମ୍ବାଇରୁ ଗୋଆ ଯିବାକୁ ଥିବା ଏକ କ୍ରୁଜ୍ ଜାହାଜରେ ଚାଲୁଥିବା ଡ୍ରଗ୍ ପାର୍ଟିର ସାମିଲ ଥିବାରୁ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଗିରଫ କରିଥିଲା । ଅକ୍ଟୋବର ୨ ଶନିବାର ଦିନ ତାଙ୍କୁ ଏନସିବି ଗିରଫ କରିଥିଲା। ତେବେ ଆର୍ୟନ ଖାନଙ୍କ ପାଖରୁ କୌଣସି ଡ୍ରଗ୍ସ ଜବତ କରାଯାଇ ନାହିଁ ବୋଲି କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ