Masthead

ନୃଶଂସ ସ୍ୱାମୀର ବର୍ବରକାଣ୍ଡ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ସ୍ତ୍ରୀର ତଣ୍ଟିକାଟି ହତ୍ୟାକଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗରେ । ମୃତକ ହେଲେ ଇନ୍ଦିରା ପ୍ରିୟଦର୍ଶନୀ ମହାନ୍ତି । ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଥିବା ବେଳେ ସ୍ୱାମୀ ଫେରାର ଥିବା ଜଣାପଡିଛି । ଖବର ପାଇ ଟାଉନ ଥାନା ପୋଲିସ, ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି ।

୨୦୦୫ ମସିହାରେ ଗୁରୁଜଙ୍ଗ କାର୍ତ୍ତିକ ପ୍ରଧାନଙ୍କୁ ଇନ୍ଦିରା ପ୍ରେମ ବିବାହ କରିଥିଲେ। କାର୍ତ୍ତିକ କିଛି ଦିନ ଶ୍ବଶୂର ଘରେ ରହୁଥିଲେ। ମୃତକଙ୍କ ମାମୁଁଙ୍କ ଅଭିଯୋଗ କ୍ରମେ ପୋଲିସ ଛାନଭିନ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା