Masthead

ଆଫଗାନୀ ଆତଙ୍କୀଙ୍କ ଟାର୍ଗେଟରେ ଜମ୍ମୁ-କାଶ୍ମୀର

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ଆତଙ୍କବାଦୀ ଜମ୍ମୁ କାଶ୍ମୀରରେ ପ୍ରବେଶ କରିପାରନ୍ତି ବୋଲି ପୂର୍ବାନୁମାନ କଲେ ସ୍ଥଳସେନା ମୁଖ୍ୟ ମନୋଜ ମୁକୁନ୍ଦ ନରୱାଣେ । ଜମ୍ମୁ କାଶ୍ମୀରରେ ନାରଗରିକଙ୍କୁ ଟାର୍ଗେଟ କରି ହତ୍ୟା ଘଟଣା ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ସହ କିଛି ଲିଙ୍କ୍ ଅଛିର ପ୍ରଶ୍ନରେ ଏପରି ଜବାବ ରଖିଛନ୍ତି ସେନା ମୁଖ୍ୟ। ୨ ଦଶନ୍ଧି ପୂର୍ବେ କାବୁଲରେ ତାଲିବାନ କ୍ଷମତା ଦଖଲ ସମୟରେ ଏହି ପରିସ୍ଥିତି ଉପୁଜିଥିଲା ବୋଲି ନରୱାଣେ କହିଛନ୍ତି ।

ତେବେ ଭାରତ ସବୁ ପ୍ରକାର ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ ବୋଲି ସେ କହିଛନ୍ତି । ଆଫଗାନିସ୍ତାନରେ ତାଲିବାନ ଶାସନ ରୂପରେଖ ସ୍ଥିର ହୋଇଗଲେ ସେଠାରୁ ବିଦେଶୀ ଆତଙ୍କବାଦୀ ଜାମ୍ମୁ କାଶ୍ମୀରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରିପାରନ୍ତି । ତେବେ ଭାରତୀୟ ସ୍ଥଳ ସେନା ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼