Masthead

୨୪ ଘଣ୍ଟାରେ ୬୫୨ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୧୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୩୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୬୪୫୨୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା