Masthead

ମାଓବାଦୀ ମୁସାକିରର ଆତ୍ମସମର୍ପଣ

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ମାଓବାଦୀ ମୁସାକିରର ଆତ୍ମସମର୍ପଣ । କନ୍ଧମାଳ ଏସପିଙ୍କ ନିକଟରେ ଆତ୍ମସମର୍ପଣ । ବହୁ ମାଓ ହିଂସାକାଣ୍ଡ ସହ ସଂପୃକ୍ତ ଥିଲା ମୁସାକିର । ଖବର ଅନୁଯାୟୀ, ରାହୁଲ ମୂସାକିର ଘର ଛତ୍ତିଶଗଡ଼ ସୁକୁମା ଜ଼ିଲ୍ଲାର ଜେଗୁରୁମୁଣ୍ଡା ପଞ୍ଚାୟତ ତଳଟ ଗ୍ରାମରେ । ୨୦୧୫ ରୁ ରାହୁଲ ମାଓ ସଂଗଠନ ରେ ମିଶି କାର୍ଯ୍ୟ କରିଆସୁଥିଲା ମୂସାକିର ।

ଆଜି ମୂସାକିର ଏସ୍‌ପିଙ୍କ ନିକଟରେ ଆତ୍ମ ସମର୍ପଣ କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ମାଓବାଦୀଙ୍କୁ ହିଂସା ଛାଡି ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ଅପିଲ କରିବା ପରେ ଆତ୍ମ ସମର୍ପଣ କରିଥିବା କଥା ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା