Masthead

ଗାୟତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’ କଟକଚଣ୍ଡୀ

କଟକ (ବଡ଼ ଖବର ବ୍ୟୁରୋ): ଶକ୍ତିପୀଠରେ ଚାଲିଛି ମାଆଙ୍କ ଷୋଡ଼ଶ ଉପଚାର ପୂଜା । କଟକ ର ଆରାଧ୍ୟ ଦେବୀ ମାଆ କଟକଚଣ୍ଡୀ ଗାୟତ୍ରୀ ବେଶରେ ଦର୍ଶନ ଦେଉଥିବା ବେଳେ କଟକ ଇଷ୍ଟଦେବୀ ମା ଗଡ଼ଚଣ୍ଡୀ ମଧ୍ୟ ଗାୟତ୍ରୀ ବେଶରେ ଦର୍ଶନ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ପୀଠରେ ମୂଳାଷ୍ଟମୀଠାରୁ ଆରମ୍ଭ ହୋଇାଯାଇଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା । ନୀତିକାନ୍ତିରେ ପ୍ରତିନଦିନ ମାଆଙ୍କ ପୂଜା ହେଉଛି ।

କୋଭିଡ୍ କଟକଣାରେ ମାଆଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ସେପଟେ ମଣ୍ଡପରେ କାଲି ହେବ ମାଆଙ୍କ ଷଷ୍ଠୀ ପୂଜା । ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ଆରମ୍ଭ ହୋଇସାରିଛି ଜଗତଜନନୀ ମା’ଦୁର୍ଗାଙ୍କ ପୂଜା। ୯ଦିନ ଧରି ପୂଜା ପାଇବେ ମା’। ମା’ଙ୍କ ଆଗମନରେ ଚଳଚଞ୍ଚଳ ଗାଁଠୁ ସହର। କିନ୍ତୁ ଚଳିତ ବର୍ଷ କରୋନା ପାଇଁ ଫିକା ପଡିଛି ଦଶହରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ