Masthead

ଆତ୍ମସମର୍ପଣ କଲେ ନକ୍ସଲ ରାହୁଲ ମୁଷାକୀ

ଫୁଲବାଣୀ(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଏସପି ଅଗ୍ରୱାଲଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି ନକ୍ସଲ ରାହୁଲ ମୁଷାକୀ ଓରଫ ପିଣ୍ଟୁ । ତେବେ ରାହୁଲ ୨୦୧୫ରେ ନକ୍ସଲ ସଂଗଠନରେ ସାମିଲ ହୋଇଥିଲେ । ସେ ପାର୍ଟି ମେମ୍ବର ଭାବେ ବଂଶଧାରା ଘୁମୁସୁର ନାଗାବଳି ଡିଭିଜନରେ କାମ କରଥିଲେ । ରାହୁଲଙ୍କ ଘର ଛତିଶଗଡର ସୁକମା ଜିଲ୍ଲାର ତଲତ ଗାଁରେ ।

ସୂତ୍ରରୁ ଜଣାପଡିଛି ଯେ, ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସେ ନିଜେ ଏପରି ପଦକ୍ଷେପ ନେଇଛନ୍ତି । ରାହୁଲ ମୂଷାକି କହିଛନ୍ତି , ବର୍ତ୍ତମାନ ପରିପ୍ରେକ୍ଷୀରେ ସରକରାଙ୍କ ବିରୋଧରେ ସଶସ୍ତ୍ର ବିଦ୍ରୋହର କୌଣସି ଆବଶ୍ୟକତା ନାହିଁ । ଓଲଟି ଲୋକମାନେ ନକ୍ସଲମାନଙ୍କୁ ବିରୋଧ କରୁଛନ୍ତି । ସରକାରଙ୍କୁ ଆତ୍ମସମର୍ପଣ ଓ ଥଇଥାନ ନୀତି ଅନୁଯାୟୀ ରାହୁଲ ମୂଷାକୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ସବୁ ସହାୟତା ଦିଆଯିବ ବୋଲି ଜିଲ୍ଲା ପୋଲିସ ପକ୍ଷରୁ ପ୍ରତିଶୃତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା