Masthead

ସାମ୍ବାଦିକ ନବୀନ ଦାସଙ୍କ ବଡ ପୁଅଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବରିଷ୍ଠ ସାମ୍ବାଦିକ ନବୀନ ଦୀସଙ୍କ ବଡ ପୁଅ ମନୀଷ ଅନୁରାଗଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଉପକଣ୍ଠ ପାତ୍ରପଡା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଅବସ୍ଥାରେ ମନୀଷଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ରାତିରୁ ଅନୁରାଗ ନିଖୋଜ ଥିଲେ । ହେଲେ ଆଜି ତାଙ୍କର ମୃତଦେହ ଉଦ୍ଧାର ହୋଇଛି ।ପୁଅର ଏଭଳି ମୃତ୍ୟୁ ନେଇ ନିଜେ ନବୀନ ଦାସ ସୂଚନା ଦେଇଛନ୍ତି ।

ବରିଷ୍ଠ ସାମ୍ବାଦିକ ନବୀନ ଦାସ କହିଛନ୍ତି, ପୁଅ ଗୁଡୁକୁ ସବୁଦିନ ପାଇଁ ହରାଇଲି । ପ୍ରଭୁ ତା ଆତ୍ମାକୁ ଶାନ୍ତି ଦିଅନ୍ତୁ । ସେପଟେ ଘଟଣାକୁ ନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି, ଆଜି ସକାଳେ ଇନଫୋସିଟି ଥାନାରେ ମନୀଷଙ୍କ ନିଖୋଜ ଅଭିଯୋଗ କରାଯାଇଥିଲା । ହେଲେ ପରେ ତାଙ୍କ ମୃତଦେହ ମିଳିଥିବା ନେଇ ଗାଁ ଲୋକେ ଖବର ଦେଇଛନ୍ତି । ଯାହା ପରେ ଆମେ ତଦନ୍ତ ଆରମ୍ଭ କରିଛୁ । ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ସବୁ ତଥ୍ୟ ସମ୍ନାକୁ ଆସିବ । ତେବେ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ ପହଞ୍ଚି ଅଧିକ ତଥ୍ୟ ସଂଗ୍ରହ କରୁଥିବା ନେଇ ଡିସିପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ