Masthead

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍: ଠିକା କର୍ମଚାରୀଙ୍କୁ ମିଳିବ ପୂଜା ଭେଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଦିନ୧୧ଟା ୩୦ରେ ଏହି ବୈଠକ ବସିବ । ତେବେ ଏଠାରେ ଠିକା କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର । ସରକାର ଠିକା କର୍ମଚାରୀଙ୍କ କିଛି ଦାବି ମାନିଥିବା ସୂଚନା ମିଳିଛି । ବେତନ ବୃଦ୍ଧି ନେଇ ନିଷ୍ପତ୍ତି ହୋଇପାରେ ।

ବଡ଼ ଖବରେ ଠିକା କର୍ମଚାରୀ ସେମାନଙ୍କର ଦୁଃଖ ଅନେକ ଥର କହିଆସିଛନ୍ତି । କମ ବେତନରେ ରାଜ୍ୟରେ ଅନେକ ଠିକା କର୍ମଚାରୀ କାମ କରୁଛନ୍ତି । ନିଜର ନାର୍ଯ୍ୟଦାବି ପାଇଁ ସେମାନେ ଦାବି କରୁଥିବା ବେଳେ ସରକାର ସେମାନଙ୍କ କଥା ଶୁଣୁନଥିଲେ । ତେବେ ଆସନ୍ତାକାଲି ଠିକା କର୍ମଚାରୀଙ୍କ ପାଥଇଁ ପୂଜା ଭେଟି ଦେଇପାରନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ