Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ୧୧ଟା ୩୦ରେ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ୍‌ରେ ଅନୁଷ୍ଠିତ ହେବ । ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ। ପଞ୍ଚାୟତିରାଜ, ଅର୍ଥ, ରାଜସ୍ବ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ଆସିବ ବୋଲି ସୂଚନା ମିଳିଛି।

ଭୁବନେଶ୍ବରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଓ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ସାମିଲ ହେବେ। ତେବେ ଠିକା କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର। ସରକାର ଠିକା କର୍ମଚାରୀଙ୍କ କିଛି ଦାବି ମାନିଥିବା ସୂଚନା ମିଳିଛି । ବେତନ ବୃଦ୍ଧି ନେଇ ନିଷ୍ପତ୍ତି ହୋଇପାରେ । ବଡ଼ ଖବରେ ଠିକା କର୍ମଚାରୀ ସେମାନଙ୍କର ଦୁଃଖ ଅନେକ ଥର କହିଆସିଛନ୍ତି। କମ ବେତନରେ ରାଜ୍ୟରେ ଅନେକ ଠିକା କର୍ମଚାରୀ କାମ କରୁଛନ୍ତି। ତେବେ ଠିକା କର୍ମଚାରୀଙ୍କ ପାଇଁ ପୂଜା ଭେଟି ଦେଇପାରନ୍ତି ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ