Masthead

ଓଡ଼ିଶାମୁହାଁ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟାରେ ଘନୀଭୂତ ହୋଇ ଓଡ଼ିଶାକୁ ମୁହାଁଇବ। କିନ୍ତୁ ଏହା ଅଧିକ ଘନୀଭୂତ ହେବନାହିଁ । ଅବପାତରେ ସୀମିତ ରହିବ। ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକ ବେଗରେ ପବନ ବହିବାର ସମ୍ଭାବନା କ୍ଷୀଣ। ୧୭ରୁ ୧୯ ତାରିଖ ମଧ୍ୟରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।

ପାଣିପାଗ ବିଶେଷଜ୍ଞ କହିଛନ୍ତି, ଆକଳନରୁ ଜଣାପଡ଼ୁଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ୧୩ ତାରିଖ ପର୍ଯ୍ୟନ୍ତ ପ୍ରାୟ ସେହି ସ୍ଥାନରେ ହିଁ ରହିବ। ୧୩ ତାରିଖରେ ଲଘୁଚାପ କ୍ଷେତ୍ର ହୋଇ ୧୫ତାରିଖରେ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ୧୭ତାରିଖ ସକାଳେ ଅବପାତରେ ପରିଣତ ହୋଇ ୧୮ ସଂଧ୍ୟା ପର୍ଯ୍ୟନ୍ତ ସେହି ଅବସ୍ଥାରେ ରହିବ। ୧୭ସଂଧ୍ୟାରୁ ୧୮ ସଂଧ୍ୟା ମଧ୍ୟରେ ଉପକୂଳ ଅତିକ୍ରମ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା