Masthead

ମହୁମାଛି ଆକ୍ରମଣରେ ବାପା ଝିଅ ମୃତ

ରାଉରକେଲା(ବଡ଼ ଖବର ବ୍ୟୁରୋ):  ମହୁମାଛି ଆକ୍ରମଣରେ ବାପା ଝିଅଙ୍କ ମୃତ୍ୟୁ ଘଟିଛି । ମୃତକ ବାପା ଝିଅ ହେଲେ କାଂଶବାହାଲ ନିକଟ ପାନପୋଷ ଗଉତିଆପଡ଼ା ଗାଁର ।

ସୂଚନା ଅନୁସାରେ, ଗତକାଲି ବାପା ଝିଅ ଜଙ୍ଗଲକୁ ଯାଇଥିଲେ । ଜଙ୍ଗଲରେ ସେମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କାଂଶବାହଲର ଲାଇଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ପରେ ଅବସ୍ଥା ଗୁରୁତ୍ୱର ହେବାରୁ ଗତକାଲି ରାତିରେ ଉଭୟଙ୍କୁ ଆରଜିଏଚରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ