Masthead

ବିଜେପିକୁ ପୁଣି ଝଟକା; ପରିବହନ ମନ୍ତ୍ରୀ ଓ ତାଙ୍କ ପୁଅ କଂଗ୍ରେସରେ ସାମିଲ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ନିର୍ବାଚନ ଯେତେ ପାଖେଇ ଆସୁଛି ବିଜେପିର ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏଣିକି ପଶ୍ଚିମବଙ୍ଗ ପରେ ଉତ୍ତରାଖଣ୍ଡରେ ଦେଖାଦେଇଛି ଦଳ ବଦଳି ପରମ୍ପରା । ତେବେ ପରିବହନ ମନ୍ତ୍ରୀ ଯଶପାଲ ଆର୍ଯ୍ୟ ଓ ତାଙ୍କର ବିଧାୟକ ପୁଅ ସଞ୍ଜୀବ ଆର୍ଯ୍ୟ ବିଜେପି ଛାଡ଼ି କଂଗ୍ରେସରେ ମିଶିଥିବାର କଥା ସାମ୍ନାକୁ ଆସିଛି ।

ଏହି ସମ୍ମିଳନୀରେ କଂଗ୍ରେସର ଜାତୀୟ ମୁଖପାତ୍ର ରଣଦୀପ ସୁରଜେୱାଲା, ଅଲ ଇଣ୍ଡିଆ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ କେସି ଭେନୁଗୋପାଲ ତଥା ରାଜ୍ୟ ଦାୟିତ୍ୱରେ ଥିବା ଦେବେନ୍ଦ୍ର ଯାଦବ ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା । ସେପଟେ ଉତ୍ତରାଖଣ୍ଡ ନିର୍ବାଚନ ପାଇଁ ବିଜେପି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ଏଭଳି ଘଟଣା ସାମ୍ନାକୁ ଆସିବା ଦଳକୁ ଚିନ୍ତାରେ ପକାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ