Masthead

ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଏଣକି ଠିକାକର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବାକୁ ନିଷ୍କତ୍ତି ନିଆଯାଇଛି । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦% ଦରମା ମିଳିବ । ପୂର୍ବ ନିୟମ ଅନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ସେପଟେ ପ୍ରଥମ ବର୍ଷରୁ ୫୦% ଅଧିକ ଦେବାକୁ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ଏହା ସହ ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ । ଏନେଇ ସୂଚନା ଦେଲେ ମନ୍ତ୍ରୀ ପ୍ରତାପ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ