Masthead

ଶ୍ରୀମନ୍ଦିରରେ ସେବାୟତଙ୍କ ପାଇଁ ଲାଗୁ ହେବ ଡ୍ରେସ କୋଡ୍

ପୁରୀ(ବଡ଼ ଖବର ବ୍ୟୁରୋ): ସରିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିରରେ ଲାଗୁ ହେବ ଡ୍ରେସ କୋଡ ବ୍ୟବସ୍ଥା । ଗର୍ଭଗୃହ ଭିତରକୁ ଯାଉଥିବା ସେମାୟତଙ୍କ ପାଇଁ ଡ୍ରେସକୋଡ ବ୍ୟବସ୍ଥା ଲାଗୁ ହେବ । ସେବାୟତଙ୍କ ପାଇଁ ଧୋତି ମୁକୁଟ କିମ୍ବା ଢିଲା ପାଇଜାମା ଡ୍ରେସ କୋଡ ଲାଗୁ ହେବ । ଏହାସହ ୧୮ ତାରିଖ ଦିନ ଗୁରୁକୂଳ ଆଶ୍ରମ ନେଇ ଅନୁଷ୍ଠିତ ହେବ ଭୂମିପୂଜନ । ଯେଉଁଥିରେ ଯୋଗଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୧୯୦ କୋଟି ଟଙ୍କାର ବଜେଟ୍ ସମ୍ପର୍କରେ ଅର୍ଥ ସବ୍ କମିଟିରେ ଆଲୋଚନା ହୋଇଛି । ନଭେମ୍ବର ୪ ଦୀପାବଳିରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏହାସହ ୧୬ ଓ ୧୯ ତାରିଖରେ ମଧ୍ୟ ସାଧାରଣ ଦର୍ଶନ ବନ୍ଦ ରହିବ । ଅନ୍ୟପଟେ ନଭେମ୍ବର ୧୮ରୁ ଆରମ୍ଭ ହେବ ହେରିଟେଜ୍ କରିଡର କାମ । ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ଏହି ବୈଠକରେ ପୁରୀ ଜିଲ୍ଲାପାଳ, ଏସପି ଏବଂ ଛତିଶା ନିଯୋଗର ପ୍ରତିନିଧିମାନେ ଯୋଗ ଦେଇଥିଲେ । ନିଳଦ୍ରୀ ଭକ୍ତ ନିବାଶରେ ଏହି ବୈଠକ ବସିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼