Masthead

ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ ହେଲେ ସଚିନ ଓ ଗେହଲଟ

ବଡ଼ ଖବର ବ୍ୟୁରୋ: ରାଜସ୍ଥାନର ଦୁଇଟି ବିଧାନସଭା ଆସନ ଉପ-ନିର୍ବାଚନ ପାଇଁ କଂଗ୍ରେସ ତାରକା ପ୍ରଚାରକ ଘୋଷଣା କରିଛି । ଏଥିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ପୂର୍ବତନ ରାଜ୍ୟ ସଭାପତି ସଚିନ ପାଇଲଟଙ୍କ ନାମ ରହିଥିବାର ସୂଚନା ମିଳିଛି । ତାଙ୍କ ସହ କଂଗ୍ରେସର ରାଜ୍ୟ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ ଅଜୟ ମୋକେନ ଏବଂ ରାଜ୍ୟ କଂଗ୍ରେସ ସଭାପତି ଗୋବିନ୍ଦସିଂହ୍ନ ଦୋତ୍ରା ମଧ୍ୟ ସାମିଲ ଅଛନ୍ତି ।

ଏନେଇ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛନ୍ତି । ରାଜ୍ୟରେ ଭାଲାବ ନାଗର ଏବଂ ଧରିଆୱାଡ ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି । ସେପଟେ ଅକ୍ଟୋବର ୩୦ରେ ଉପ-ନିର୍ବାଚନ ହେବାକୁ ଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ