ଲଖିମପୁର ଖେରୀ ହିଂସା ବିରୋଧରେ ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରୀ ହିଂସା ବିରୋଧରେ ମହାରାଷ୍ଟ୍ର ବନ୍ଦ । ମହା ବିକାଶ ଅଘାଡ଼ି ସହଯୋଗୀ ଶିବସେନା, ରାଷ୍ଟ୍ରବାଦି କଂଗ୍ରେସ ପାର୍ଟି (ଏନସିପି) ଏବଂ କଂଗ୍ରେସ ମିଳିତ ଭାବେ ଏହି ବନ୍ଦ ଡାକରା ଦେଇଛନ୍ତି । ରାଜ୍ୟବ୍ୟାପୀ ଲକ୍ଷ୍ମୀପୁର ଖେରୀ ହିଂସା ବିରୋଧରେ ଜୋରଦାର ପ୍ରଦର୍ଶନ ହେଉଛି ।

ବନ୍ଦ ପାଳନ ଅବସରରେ ଛୋଟମୋଟ ହିଂସା ମଧ୍ୟ ହେଉଥିବା ଦେଖିବାକୁ ମିଳିଛି। ବସ୍‌, ଘରୋଇ ଗାଡ଼ିଗୁଡ଼ିକ ଉପରେ ପଥରମାଡ ହେଉଥିବା ବେଳେ ଯାତାୟତ ଉପରେ ରୋକ ଲଗାଇବାକୁ ରାସ୍ତା ଉପରେ ଟାୟାର ଜାଳି ପ୍ରଦର୍ଶନ କରାଯାଇଛି। ଏଥିରେ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟବସ୍ତ ହୋଇପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ