Masthead

ସହିଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ବାଜିଚୌକଠାରେ ଆଜି ବିଶ୍ଵର ସର୍ବକନିଷ୍ଠ ସହିଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ୧୯୩୮ ମସିହା ଆଜିର ଦିନରେ ଗୋରା ଫୌଜଙ୍କୁ ବିରୋଧ କରି ବ୍ରାହ୍ମଣୀ ନଦୀକୂଳ ନିଳକଣ୍ଠପୁର ଗ୍ରାମର ବାର ବର୍ଷର ବାଳକ ବାଜି ରାଉତ ଇଂରେଜ ଗୁଳିରେ ଟଳି ପଡ଼ିଥିଲେ। ସହିଦ ବାଜି ରାଉତ ମିନାରଠାରେ ଥିବା ବାଜିରାଉତଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଓ ଅନ୍ୟମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ବାଜି ରାଉତଙ୍କ ପାର୍ଶ୍ଵରେ ଥିବା ଦୁଇ ବ୍ରିଟିଶ ସୈନିକଙ୍କ ମଧ୍ୟରୁ ଜଣକ ମୂର୍ତ୍ତି ଭାଙ୍ଗିଗଲାଣି। ସହିଦ ମିନାର ସୌନ୍ଦର୍ଜିକରଣ ପାଇଁ ୱାଟର ଫାଉଣ୍ଟେନ ଓ ଅଧିକାଂଶ ଲାଇଟ କାମକରୁନାହିଁ। ଢେ଼ଙ୍କାନାଳ ସ୍ଥାନୀୟ ବାସିନ୍ଦା ଓ ଥିଙ୍କର୍ସ ଫୋରମର ସଦସ୍ୟମାନେ ଏନେଇ ଜିଲ୍ଲାପାଳ ସରୋଜ ସେଠିଙ୍କୁ ଉପଯୁକ୍ତ ରକ୍ଷଣାବେକ୍ଷଣ କରିବାକୁ ଦାବିପତ୍ର ଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ