Masthead

ସେନା ନେଲା ବଦଲା

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ । ଜାମ୍ମୁକାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ଏମାନଙ୍କ ମଧ୍ୟରୁ ଜଣେ ଆତଙ୍କବାଦୀକୁ ଚିହ୍ନଟ କରାଯାଇଛି । ସେ ଗାନ୍ଦରବଲର ମୁଖତାର ଶାହା ବୋଲି ଜଣାପଡିଛି । ମୁଖତାର ବିହାରର ଏକ ହତ୍ୟାକାଣ୍ଡରେ ସାମିଲ ଥିଲା । ଆତଙ୍କବାଦୀଙ୍କ ନିକଟରୁ ବିପୁଳ ମାରଣାସ୍ତ୍ର ଜବତ କରାଯାଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି ।

ଗତକାଲି ଜମ୍ମୁକଶ୍ମୀର ପୁଞ୍ଝ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଜଣେ ଜେସିଓଙ୍କ ସମେତ ୫ ଯବାନ ସହିଦ ହୋଇଥିଲେ । ପୁଂଞ୍ଝ ଜିଲ୍ଲାର ସୁରନକୋଟ ଅଂଚଳରେ ଆତଙ୍କବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅଚାନକ୍ ଗୁଳିମାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ