Masthead

ମହାମାୟାଙ୍କ ମହାସପ୍ତମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାମାୟାଙ୍କ ମହାସପ୍ତମୀ ପୂଜା । ନିରାଡ଼ମ୍ବରରେ ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା । ପୀଠରେ ଆଜି ଅଷ୍ଟମୀ ପୂଜା । ଭକ୍ତ ଓ ମାଆଙ୍କ ମଧ୍ୟରେ ପ୍ରତିବନ୍ଧକ ସାଜିଛି କରୋନା । ମଣ୍ଡପ ଗୁଡ଼ିକରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋସିଆଲ ମିଡିଆ ମାଧ୍ୟମରେ ପୂଜାର୍ଚ୍ଚନାର ସିଧା ପ୍ରସାରଣ କରାଯିବ ।

ଘରେ ରହି ଭକ୍ତମାନେ ମାଆଙ୍କ ଦର୍ଶନ ପାଇବେ । କରୋନା ମହାମାରୀ ପାଇଁ ସବୁଠି ନିରାଡମ୍ବର ଭାବେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇଛି । କୋଭିଡ କଟକଣାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’