Masthead

ଆଜି ପୁଣି ଲଖିମପୁର ଯିବେ ପ୍ରିୟଙ୍କା

ଲଖିମପୁର(ବଡ଼ ଖବର ବ୍ୟୁରୋ): କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଆଜି ପୁଣି ଲଖିମପୁର ଯିବେ ବୋଲି ସୂଚନା ମିଳିଛି । ଖେରୀରେ ହୋଇଥିବା ହିଂସା ଘଟଣାକୁ ନେଇ ବିରୋଧୀ ଏକ ପ୍ରାର୍ଥନା କରିବେ । ଯେଉଁଥିରେ ପ୍ରିୟଙ୍କା ଗାନ୍ଧି ମଧ୍ୟ ଭାଗ ନେବେ । ତେବେ ଆଗରୁ ଏହି ଘଟଣାକୁ ନେଇ ଅନେକ ତୁମ୍ବି ତୋଫାନ ଦେଖିବାକୁ ମିଳିଛି ।

ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ସମ୍ପୃକ୍ତ ସ୍ଥାନକୁ ଯିବାକୁ ଚାହୁଁଥିଲେ ମଧ୍ୟ ରାଜପଥରେ ତାଙ୍କୁ ବିରୋଧ କରାଯାଇଥିଲା । ସରକାରଙ୍କ ତରଫରୁ ମଧ୍ୟ ଅନୁମତି ମିଳିନଥିଲା । ପରେ ୟୁପି ଗୃହମନ୍ତ୍ରାଳୟ ତରଫରୁ ଅନୁମତି ମିଳିଥିଲା । ତେବେ ଏହି ହିଂସାରେ ପ୍ରାଣ ହରାଇଥିବା ଚାଷୀଙ୍କ ପାଇଁ ଏକ ପ୍ରାର୍ଥନାର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼