Masthead

ବାୟୁ ପ୍ରଦୂଷଣ କାରଣରୁ ପ୍ରତି ମିନିଟରେ ମରୁଛନ୍ତି ୧୩ ଜଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସାରା ବିଶ୍ୱରେ ବାୟୁପ୍ରଦୂଷଣ ବଢିବାରେ ଲାଗିଛି । ଏନେଇ ସାରା ବିଶ୍ୱ ବର୍ତ୍ତମାନ ଚିନ୍ତିତ । ଏହା ମଧ୍ୟରେ ବାୟୁପ୍ରଦୂଷଣକୁ ନେଇ ଏକ ବଡ଼ ଖୁଲାସା କରିଛି WHO । ତେବେ ବାୟୁ ପ୍ରଦୂଷଣ ହେତୁ ସାରା ବିଶ୍ୱରେ ପ୍ରତି ମିନିଟରେ ୧୩ ଜଣଙ୍କର ମୃତ୍ୟୁ ହେଉଛି ।

ଏ ଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ସାରା ବିଶ୍ୱରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଏହା ସହ ଯଦି ଲୋକମାନେ ଆଗମୀ ସମୟରେ ସତର୍କତା ଅବଲମ୍ବନ କରନ୍ତି ନାହିଁ, ତାହାଲେ ସାରା ବିଶ୍ୱ ଭୟଙ୍କର ପରିଣାମର ସାମ୍ନା କରିପାରେ ବୋଲି WHO ଚେତାବନୀ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି