Masthead

ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ । ୨ଜଣ ମହିଳା ଥିବା ସୂଚନା । ମାଥିଲି ତୁଳସୀ ପାହାଡ଼ରେ ଗୁଳି ବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ମାଲକାନାଗିରି ଏସପି ସୂଚନା ଦେଇଛନ୍ତି । ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା।

ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଏଥିରେ ଜଣେ ମାଓନେତା ମୃତ୍ୟୁ ବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ସହ ୬୦ ଗୁଳି ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୃର୍କ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ