Masthead

NHRC  କାର୍ଯ୍ୟକ୍ରମରେ ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ମାନବାଧିକାର ଆୟୋଗ ବା NHRC ର ମୂଳଦୁଆ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହା ମଧ୍ୟରେ ସେ ବିରୋଧୀ ଦଳକୁ ଟାର୍ଗେଟ କରିବା ପାଇଁ ମଧ୍ୟ ପଛେଇ ନାହାଁନ୍ତି । ତେବେ ସମାନ ପ୍ରକାରର ଘଟଣାରେ କିଛି ଲୋକ ମାନବିକ ଅଧିକାରର ଉଲ୍ଲଘଂନ ଦେଖନ୍ତି ଏବଂ ଅନ୍ୟ କୌଣସି ଘଟଣାରେ ସମାନ ବ୍ୟକ୍ତି ମାନବିକ ଅଧିକାରର ଉଲ୍ଲଂଘନ ଦେଖନ୍ତି ନାହିଁ ।

ଏହି ପ୍ରକାର ମାନସିକତା ମାନବିକ ଅଧିକାର ପାଇଁ ମଧ୍ୟ ବଡ଼ କ୍ଷତି ଘଟାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏପରି କହି ସିଧାସଳଖ ଦେଶର ବିରୋଧୀ ଦଳମାନଙ୍କୁ ପ୍ରଧାନମନ୍ତ୍ରୀ ଟାର୍ଗେଟ କରିଥିବାର ଦେଖିବାକୁ ମିଳିଛି । ଏ ଖବର ସାମ୍ନାକୁ ଆସିବା ପରେ ଦେଶରେ ରାଜନୈତିକ ମାହୋଲ ବେଶ ସରଗରମ ହୋଇ ଉଠିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?