Masthead

ଖତଗଦାରେ ନିରାମୟ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଖତଗଦାରେ ସରକାରଙ୍କ ନିରାମୟ ଯୋଜନା । ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ନେଇ ବିଭିନ୍ନ ଜିଲ୍ଲାରେ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବାଣ୍ଟୁଥିବା ବେଳେ, ଝାରସୁଗୁଡା ତଥା ଖୋଦ୍ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ସ୍ବାସ୍ଥ୍ୟ ସେବାରେ ଅବହେଳା ଦେଖିବାକୁ ମିଳୁଥିବା ବେଳେ ଝାରସୁଗୁଡା ଜିଲ୍ଲାରେ ରୋଗୀମାନେ ଔଷଧ ନ ପାଇ ମରୁଥିବାବେଳେ ବସ୍ତା ବସ୍ତା ଔଷଧ ଫୋପାଡ଼ି ପୋଡ଼ିଦେଉଥିବା ଦେଖିବାକୁ ମିଳୁଛି। ଗୋଟେପଟେ ରୋଗୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ଅନ୍ୟପଟେ ଲକ୍ଷ୍ୟାଧିକ ଟଙ୍କାର ଔଷଧ ନଷ୍ଟ ହୋଇ ଫୋପାଡ଼ି ଦିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା