Masthead

ନିଜ ବୟାନକୁ ନେଇ ପୁଣି ଚର୍ଚ୍ଚାରେ ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ

ଜୟପୁର(ବଡ଼ ଖବର ବ୍ୟୁରୋ):   ନିଜ ବୟାନକୁ ନେଇ ପୁଣି ଚର୍ଚ୍ଚାରେ ରାଜସ୍ଥାନର ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂହ ଦୋତାସ୍ର । ସ୍କୁଲରେ ଅଧିକ ସଂଖ୍ୟକ ମହିଳା ଷ୍ଟାପକୁ ନେଇ ସେ ବିବାଦୀୟ ବୟାନ ଦେଇଛନ୍ତି । ଯାହାକି ଏବେ ଚର୍ଚ୍ଚାରେ । ସେ କହିଛନ୍ତି ଯେଉଁ ସ୍କୁଲରେ ମହିଳା କର୍ମଚାରୀଙ୍କ ସଂଖ୍ୟା ଅଧିକ ଥାଏ, ସେଠି ବିଭିନ୍ନ କାରଣକୁ ନେଇ ଝଗଡା ଅଧିକ ହୁଏ । ତେବେ ଅନ୍ତର୍ଜାତିକ ବାଳିକା ଦିବସ ଆବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷାମନ୍ତ୍ରୀ ଏପରି କହିଛନ୍ତି ।

ସେ ଆହୁରି କହିଛନ୍ତି, ଯଦି ଏହି ସବୁ ଛୋଟ ଛୋଟ ଜିନିଷ ସବୁ ସଂଶୋଧନ କର ତେବେ ତମେମାନେ ପୁରୁଷଙ୍କ ଠାରୁ ଆଗରେ ରହିପାରିବ । ରାଜସ୍ଥାନ ସରକାର ସବୁବେଳେ ମହିଳାଙ୍କ ସୁରକ୍ଷାକୁ ଅଧିକ ପ୍ରାଥମିକତା ଦେଇଛନ୍ତି । ସେମାନଙ୍କୁ ଚାକିରିରେ ଯୋଗ୍ୟ ପୋଷ୍ଟ ମଧ୍ୟ ପ୍ରଦାନ କରିଛନ୍ତି । ଚାକିରି ଚୟନ ଏବଂ ପଦୋନ୍ନତି କ୍ଷେତ୍ରରେ ଆମେ ମହିଳାମାନଙ୍କୁ ଆଗ୍ରାଧିକାର ଦେଇଛୁ । ଗୋବିନ୍ଦ ସିଂ ଏବେ ରାଜସ୍ଥାନର ଶିକ୍ଷାମନ୍ତ୍ରୀ ଅଛନ୍ତି । ସେ ସୋମବାର ଦିନ ଅନ୍ତରାଷ୍ଟ୍ରୀୟ ବାଳିକା ଦିବସ ଆବସରରେ ଜୟପୁରେ ଅନୁଷ୍ଠିତ ସଶକ୍ତ ବାଳିକା ସଶକ୍ତ ରାଜସ୍ଥାନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମୟରେ ସେ ମହିଳାଙ୍କୁ ନେଇ ଏଭଳି ମନ୍ତବ୍ୟ ଦେଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍