Masthead

ଆଜି କଳାହାଣ୍ଡି ପ୍ରସିଦ୍ଧ ଛତର ଯାତ୍ରା

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି-ଆଜି ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ବରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା। କୋଭିଡ କଟକଣା ପାଇଁ ବିନା ଭକ୍ତ ରେ ଅନୁଷ୍ଠିତ ହେଉଛି ପରମ୍ପରା। ଭବାନୀପାଟଣା ମାଁ ମାଣିକେଶ୍ବରୀ ଙ୍କ ମୁଳ ଆସ୍ଥାନ ମନ୍ଦିର ଠାରୁ ମାଁ ଙ୍କ ପ୍ରତିକ ଛତର ପ୍ରାତଃ ୫ ଟା ରେ ବାହାରିସହର ଉପକଣ୍ଠ ଜେନାଖାଲ ରେ ଗୁପ୍ତ ପୁଜା ଜାରି ରହିଛି।

ଛତର ଯାତ୍ରା ସମୟରେ ଭବାନୀପାଟଣା ସହର ରେ ପ୍ରଶାସନ ୧୪୪ ଧାରା ଲାଗୁ କରିଛନ୍ତି। ଆଇନ୍ ଶୃଙ୍ଖଳା ପରିସ୍ଥିତି ପାଇଁ ସହର ରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଛତର ଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଗତ ଦୁଇ ବର୍ଷ ହେବ କୋରନା କଟକଣା ପାଇଁ ବିନା ଭକ୍ତ ରେ ପରମ୍ପରା ପାଳନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି