Masthead

ବଢିଲା ସିଏନଜି ଓ ପିଏନଜି ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  କମୁନି ପେଟ୍ରୋଲ ଓ ଡିଜେଲ ଦର । କ୍ରମାଗତ ଭାବରେ ୭ ଦିନ ବଢିବା ପରେ ଆଜି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ତଥାପି ଲୋକଙ୍କୁ ମହଙ୍ଗାରୁ ନିସ୍ତାର ମିଳୁନି । ଆଜି ଦିଲ୍ଲୀରେ ସିଏନଜି ଓ ପିଏନଜି ଦାମ ବଢିଛି । ଆଜି ସକାଳୁ ଦିଲ୍ଲୀ ଓ ଏନସିଆର ରିଜନରେ ବର୍ଦ୍ଧିତ ଦର ଲାଗୁ କରାଯାଇଛି ।

ବର୍ଦ୍ଧିତ ଦର ପରେ ଦିଲ୍ଲୀରେ ସିଏନଜିର କେଜି ପିଛା ଦର ୪୯.୭୬ ଟଙ୍କା ଓ ପିଏନଜିର ଦର ୩୫.୧୧ ଟଙ୍କାରେ ପହଞ୍ଚିଛି । ସେହିପରି ନୋଏଡା ଓ ଗାଜିଆବାଦରେ ସିଏନଜିର ଦର ୫୬.୦୨ ଟଙ୍କା ଏବଂ ପିଏନଜି ୩୪.୮୬ ଟଙ୍କାରେ ବିକ୍ରି ହେଉଛି । ଗୁରୁଗ୍ରାମରେ ସିଏନଜିର କେଜି ପିଛା ୫୮.୨୦ ଟଙ୍କା ଓ ପିଏନଜିର ଦାମ ୩୩.୩୧ ଟଙ୍କା ରହିଛି । ସେପଟେ ୧୦ ଦିନ ମଧ୍ୟରେ ସିଏନଜି ଦାମ ଦ୍ୱିଦୀୟ ଥର ବଢିଛି । ଦେଖିବାକୁ ଗଲେ ଆଜି ସିଏନଜିର ଦର ପ୍ରାୟ ୨.୫ ଟଙ୍କା ମହଙ୍ଗା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ