Masthead

କଂଗ୍ରେସ ଭବନରେ ଭଙ୍ଗାରୁଜା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସ ଭବନରେ ଭଙ୍ଗାରୁଜା । ସକାଳ ୬ଟା ସମୟରେ ଏହା ଘଟିଥିବାର ସୂଚନା ମିଳିଛି । ଏ ଖବର ସାମ୍ନାକୁ ଆସିବା ପରେ ରାଜ୍ୟରେ ରାଜନୈତିକ ମାହୋଲ ବେଶ ସରଗରମ ହୋଇ ଉଠିଛି । ସେପଟେ ଭଙ୍ଗାରୁଜା ଘଟଣାକୁ ନେଇ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ପ୍ରତିକ୍ରିୟା ଦେଇଛନ୍ତି ।

ଭଙ୍ଗାରୁଜା କରିଥିବା ଲୋକେ ଯୁବ କଂଗ୍ରେସ କର୍ମୀ ନୁହଁନ୍ତି ବୋଲି ସ୍ପଷ୍ଟ କରିଛନ୍ତି । ଏନେଇ ଖୁବଶୀଘ୍ର ପିସିସି ସଭାପତିଙ୍କ ଦୃଷ୍ଟି ଆକର୍ଷଣ କରିବି ବୋଲି କହିଲେ କଂଗ୍ରେସ ସଭାପତି ସ୍ମୃତି ଲେଙ୍କା । ତେବେ ଭଙ୍ଗାରୁଜା ପଛରେ କଣ କାରଣ ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି