Masthead

ମୋବାଇଲ ହେଲା କାଳ, ୧୩ ବର୍ଷ ପୁଅର ଚାଲିଗଲା ଜୀବନ

କୋରାପୁଟ(ବଡ଼ ଖବର ବ୍ୟୁରୋ):   ମୋବାଇଲ ପାଇଁ ଚାଲିଗଲା ଆଉ ଏକ ଜୀବନ । ମୋବାଇଲ ନଦେବାରୁ ଆତ୍ମହତ୍ୟା କରିଛନ୍ତି ଜଣେ ଅଷ୍ଟମ ବର୍ଷର ଛାତ୍ର । କୋରାପୁଟ ସହର ଗୌତମନଗର ଅଂଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ତେବେ ସୂଚନା ଅନୁସାରେ , ଶ୍ରୀନିବାସ ରାଓଙ୍କ ୧୩ ବର୍ଷୀୟ ପୁଅ ମନୋହର ସେଟିଂ ଜାଭିୟର ସ୍କୁଲରେ ଅଷ୍ଟମ ଶ୍ରେଣୀରେ ପାଠ ପଢନ୍ତି ।

କରୋନା ଯୋଗୁ ବିଦ୍ୟାଳୟ ବନ୍ଦ ଥିବାରୁ , ସେ ଅନଲାଇନରେ କ୍ଲାସ କରନ୍ତି । ଏ ନେଇ ସେ ଅଧିକ ସମୟ ଫୋନରେ ହିଁ ସମୟ ବିତାନ୍ତି । ମୋବାଇଲ ନିଶା ଦିନକୁ ଦିନ ତାଙ୍କର ବଢିଯାଇଥିଲା । ତେବେ ମଙ୍ଗଳବାର ତାଙ୍କ ହାତରୁ ମୋବାଇଲ ଛଡାଇ ନେବାରୁ ମନୋହର ରାଗିଯାଇଥିଲେ । ପରେ ଗୋଟିଏ ରୁମରେ ପଶି ଭିତର ପଟୁ କବାଟ ଦେଇଥିଲେ । ଆଉ ନିଜ ବେକରେ ଶାଢି ବାନ୍ଧି ଏକ ଫ୍ୟାନରେ ଝୁଲି ପଡିଥିଲେ । ପରିବାର କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ଗୁରୁତ୍ୱର ଅବସ୍ଥାରେ ମେଡିକାଲ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ