Masthead

ଆନ୍ଧ୍ର ମୁହାଁ କୋଟିଆ

କୋଟିଆ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ର ମୁହାଁ କୋଟିଆ । ଓଡ଼ିଶା ପଞ୍ଚାୟତ ନିର୍ବାଚନରେ ଭୋଟ ନଦେବାକୁ ଲୋକଙ୍କ ଚେତାବନୀ । କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରୀ ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି ମତ ଦେବା ସହ ଆଗାମୀ ଦିନରେ ଓଡ଼ିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ଭୋଟ ଦେବୁ ନାହିଁ ବୋଲି କହିଛନ୍ତି ।

ଓଡ଼ିଶାର ଏହି ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆମେ ୧୦ ଖଣ୍ଡ ଗ୍ରାମର ଲୋକେ ଭୋଟ ଦେବୁ ନାହିଁ । ଆନ୍ଧ୍ର ସରକାରଙ୍କ ପକ୍ଷରୁ ଆମକୁ ଯେପରି ସହେଯାଗ କରାଯାଉଛି ସେଭଳି ସହଯୋଗ ଓଡ଼ିଶା ପକ୍ଷରୁ କରାଯାଉନାହିଁ । ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ ଥିବାରୁ ରାଜ୍ୟ ସରକାରଙ୍କ କୋର୍ଟକୁ ବଲ୍ ପକାଇଲେ ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି