Masthead

ରେଳ ଷ୍ଟେସନରେ ଅଗ୍ନିକାଣ୍ଡ

ସୋର(ବଡ଼ ଖବର ବ୍ୟୁରୋ): ବାଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଷ୍ଟେସନ ପରିସରରେ ଥିବା ଟିକେଟ୍ କାଉଣ୍ଟର ଓ ରିଜର୍ଭସନ କାଉଣ୍ଟରକୁ ଲାଗି ରହିଥିବା ବିଦ୍ୟୁତ୍ କଣ୍ଟ୍ରୋଲ ରୁମରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ତେବେ ରେଳ କର୍ମଚାରୀ ଟିକେଟ୍ କାଉଣ୍ଟରରେ ଶୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଷ୍ଟେସନ ପୁରା ଧୂଆଁମୟ ହୋଇଯାଇଥିଲା ।

ଖବର ପାଇ ସୋର ଦମକଳ ବାହିନୀର ଦୁଇଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଦମକଳ ବାହିନୀର ଅଧିକାରୀ, ଷ୍ଟେସନ ପରିସରର ଥିବା ୩ଟି ନିଆଁ ଲିଭା ଯନ୍ତ୍ରର ପରୀକ୍ଷଣ କରି ୩ ମାସରୁ ଉର୍ଦ୍ଧ୍ବ ହୋଇଯାଇଥିବା ଜାଣିବାକୁ ପାଇଥିଲେ । ସୋର ରେଳ ଷ୍ଟେସନ୍ ପରି ଏକ ଗୁରୁତ୍ବପୁର୍ଣ୍ଣ ସ୍ଥାନରେ ରେଳ ବିଭାଗର ଏଭଳି ଖାମଖିଆଲକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼