Masthead

ଅକ୍ଷର ଆଉଟ, ଶାର୍ଦ୍ଦୁଲ ଇନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଓମାନ ଓ ୟୁଏଇରେ ଆରମ୍ଭ ହେବାକୁ ଥିବା ଟି -୨୦ରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଯାହା ଆସନ୍ତା ୧୭ରରୁ ଖେଳାଯିବ । ବିସିସିଆଇ ୧୫ ଜଣିଆ ସ୍କ୍ବାର୍ଡରୁ ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କୁ ବାଦ ଦିଆଯାଇ ତାଙ୍କ ସ୍ଥାନରେ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କୁ ସୁଯୋଗ ଦିଆଯାଇଛି ।

କିନ୍ତୁ ପୂର୍ବରୁ ୧୫ଜଣିଆ ତାଲିକାରେ ଥିବା ଅକ୍ଷର ଏବେ ଷ୍ଟାଣ୍ଡବାଇ ଖେଳାଳି ଭାବେ ଦଳ ସହ ୟୁଏଇରେ ରହିବେ। ବିସିସିଆଇ ୧୫ ଜଣିଆ ସ୍କ୍ବାର୍ଡ ହେଲେ ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା(ଉପ-ଅଧିନାୟକ), କେଏଲ୍‌ ରାହୁଲ, ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଯଶପ୍ରୀତ ବୁମ୍‌ରା, ମହମ୍ମଦ ଶାମି, ଭୁବନେଶ୍ୱର କୁମାର, ଈଶାନ କିଷନ, ରାହୁଲ ଚହର, ଶାର୍ଦ୍ଦୁଳ ଠାକୁର, ରବିଚନ୍ଦ୍ରନ ଅଶ୍ୱିନ, ବରୁଣ ଚକ୍ରବର୍ତ୍ତୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ