Masthead

କଂଗ୍ରେସରୁ ଇସ୍ତଫା ଦେଲେ ନବୀନ ନନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):     ଇସ୍ତଫା ଦେଇଛନ୍ତି ଢେଙ୍କାନାଳର ବିଧାୟକ ନବୀନ ନନ୍ଦ । ସେ ସୋସିଆଲ ମଡିଆରେ ଏ ନେଇ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ ସେ ତାଙ୍କ ସ୍ୱଇଚ୍ଛାରେ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକତା ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜେ ତାଙ୍କ ଇସ୍ତଫା ପତ୍ର ପ୍ରଦେଶ କଂଗ୍ରେସ ସଭାପତିଙ୍କ ନିକଟକୁ ମେଲ ଯୋଗେ ପଠାଇ ଦେଇଛନ୍ତି ।

କଂଗ୍ରେସର ରାଜ୍ୟ ନେତୃତ୍ୱ ତାଙ୍କ ଉପରେ ଭରସା କରି ଢେଙ୍କାନାଳ ବିଧାନସଭା ଆସନ ପାଇଁ ୨୦୧୯ରେ ପ୍ରାର୍ଥୀ କରିଥିବାରୁ ସେ କୃତଜ୍ଞତା ପ୍ରକାଶ କରିଛନ୍ତି । ସେ ପରବର୍ତ୍ତି ସମୟରେ ବିଜେଡିରେ ସାମିଲ ହୋଇଥିଲେ । ତେବେ କୋଲକାତାରେ ଏକ ସ୍ପାରୁ ଗିରଫ ହେବା ପରେ ୨୦୧୮ରେ ବିଜେଡିରୁ ନିଲମ୍ବନ କରାଯାଇଥିଲା । ସୂଚନା ଅନୁସାରେ ସେ ୨୦୧୯ ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହେବାକୁ ମନ ବଳାଇଥିଲେ ନବୀନ । କିନ୍ତୁ ବିଜେପି ତାଙ୍କୁ ଢେଙ୍କାନାଳରୁ ପ୍ରାର୍ଥୀ କରିପାରିବନି ବୋଲି ମନା କରି ଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ