Masthead

କକାପୁତୁରାଙ୍କୁ ଦଳି ଦେଲା ଦନ୍ତା

ରେଢାଖୋଲ (ବଡ଼ ଖବର ବ୍ୟୁରୋ): କକାପୁତୁରାଙ୍କୁ ଦଳି ମାରିଦେଲା ହାତୀ । ରେଢ଼ାଖୋଲ ନାକଟିଦେଉଳ ରାସ୍ତାର ଡ଼ିମିରିକୁଦା ନିକଟରେ ହାତୀ ଆକ୍ରମଣରେ କକା-ପୁତୁରା ମୃତ । ମୃତକମାନେ ହେଲେ ରେଢ଼ାଖୋଲ ଥାନା ଡ଼ିମିରିକୁଦା ଗ୍ରାମର ଦୁଃଶାସନ ଭୋଇ ଏବଂ ନତିକ ଭୋଇ । ଗତ ସନ୍ଧ୍ୟାରେ ଗ୍ରାମ ଠାରୁ ପ୍ରାୟ ଅଧା କି. ମି. ଦୂର ରାସ୍ତା ପାର୍ଶ୍ୱ ଜଙ୍ଗଲକୁ ଛତୁ ଖୋଜିବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ ।

ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାରଲୋକେ ବିଭିନ୍ନ ଆଡେ ଖୋଜାଖୋଜି ଆରମ୍ଭ କରିଥିଲେ । ତେବେ ଶୁକ୍ରବାର ସକାଳୁ ଲୋକେ ପୁଣିଥରେ ଖୋଜାଖୋଜି କରିବାରୁ ରେଢ଼ାଖୋଲ ନାକଟିଦେଉଳ ରାସ୍ତା ପାର୍ଶ୍ୱ ଜଙ୍ଗଲରୁ କକା-ପୁତୁରା ଦୁଇ ଜଣଙ୍କ ମୃତ ଦେହ ଉଦ୍ଧାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ