ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା । ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଏଥିସହ ବଜ୍ରପାତ ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଆସନ୍ତାକାଲି ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ସମ୍ଭାବନା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରିସ, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋବର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ