Masthead

ମାଓ ନେତା ଆର୍.କେ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ) ବରିଷ୍ଠ ମାଓନେତା ଆକ୍କିରାଜୁ ହରଗୋପାଲ ଓରଫ ରାମକ୍ରିଷ୍ଣା ଓରଫ ଆର୍.କେ.ର ମୃତ୍ୟୁ ହୋଇଥିବା ଜଣାପଡିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ସେଣ୍ଟ୍ରାଲ କମିଟି ସଦସ୍ୟ ଆର.କେ ଦୀର୍ଘ ଦିନ ଧରି ଅଜଣା ରୋଗରେ ପୀଡିତ ଥିଲେ । ଛତିଶଗଡ ଦକ୍ଷିଣ ବସ୍ତର ଜଙ୍ଗଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ମୃତ୍ୟୁ ବେଳକୁ ତାକୁ ୫୮ ବର୍ଷ ବୟସ ହୋଇଥିଲା । ତେବେ ଆର.କେ ନାଁରେ ଅନେକ ରାଜ୍ୟରେ ମାମଲା ରୁଜୁ ହୋଇଥିବା ବେଳେ ତା ଉପରେ ୯୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ମଧ୍ୟ ଘୋଷଣା କରିଥିଲେ । ଆକ୍ଟୋବର ୨୦୧୬ରେ ଓଡ଼ିଶାର ମାଲକାନଗିରି ସୀମାନ୍ତ ଜିଲ୍ଲାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିମାଡରେ ଆର.କେ ଆହତ ହୋଇଥିଲା । କିନ୍ତୁ ପରେ ସେ ସୁରକ୍ଷିତ ଥିବା ନେଇ ମାଓବାଦୀଙ୍କ ପକ୍ଷରୁ ଖବର ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା