Masthead

ବିଜୟା ଦଶମୀ, ଅପରାଜିତା ବେଶରେ ଦର୍ଶନ ଦେଉଛନ୍ତି ମା’

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଆଜି ବିଜୟା ଦଶମୀ । ସବୁଠି ଉତ୍ସବର ମାହୋଲ । ପାରମ୍ପାରିକ ରୀତିନୀତିରେ ହେଉଛି ମା’ ଙ୍କ ପୂଜାର୍ଚ୍ଚନା । କିନ୍ତୁ କରୋନା କଟକଣା ପାଇଁ ଦର୍ଶନରୁ ବଞ୍ଚିତ ରହୁଛନ୍ତି ଭକ୍ତ । ଅଧର୍ମ ଉପରେ ଧର୍ମ ଓ ପାପ ଉପରେ ପୁଣ୍ୟ ଅର୍ଜନର ଦିବସ ହେଉଛି ବିଜୟା ଦଶମୀ । ନବାଦିନାତ୍ମକ ପୂଜାର ଅନ୍ତିମ ପର୍ଯ୍ୟାୟ । ପୀଠେ ହେଉ କି ମଣ୍ଡପେ ସବୁଠି ପବିତ୍ର ବିଜୟା ଦଶମୀ ବ୍ୟାପକ ପ୍ରସ୍ତୁତି ।

ପୂଜା କମିଟି ତରଫରୁ ସୋସିଆଲ ମିଡିଆରେ ଦର୍ଶନ କରୁଛନ୍ତି ମା’ଙ୍କୁ । ଘଣ୍ଟ, ଘଣ୍ଟା ଶଙ୍ଖ ଓ ଧ୍ୱନି ରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ । ମା’ ଆଜି ଅପରାଜିତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ବିଜୟାଦଶମୀରେ ଅପରାଜିତା ବେଶ ରେ ମା’ଙ୍କୁ ଦର୍ଶନ କଲେ ପୁଣ୍ୟ ପ୍ରାପ୍ତି ହୁଏ ବୋଲି ଶ୍ରଦ୍ଧାଳୁଙ୍କର ବିଶ୍ୱାସ ରହିଛି । କିନ୍ତୁ ପରଦା ଆଢୁଆଳରେ ପୂଜା ପାଉଛନ୍ତି ମା’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ