Masthead

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାବାସୀଙ୍କ ଭଲ ପାଇବ, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ । କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।

ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି