Masthead

ସୁନା ଶାଢୀ ପିନ୍ଧି ଝଲସିଲେ ମା’

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ। ଆଜି ସବୁଠି ପାଳନ ହେଉଛି ବିଜୟା ଦଶମୀ। ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ଜଗତଜ୍ଜନନୀ ମା ଦୁର୍ଗାଙ୍କର ବିଜୟା ଦଶମୀ ବା ଦଶହରା ପର୍ବ। ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ବିଭିନ୍ନ ରୂପ ବିଭିନ୍ନ ବେଶରେ ସଜେଇ ହୋଇଛନ୍ତି ମା’ । ସେହିପରି ମହାରାଷ୍ଟ୍ରର ପୁନେରେ ଥିବା ଶ୍ରୀ ମହାଲକ୍ଷ୍ମୀ ମନ୍ଦିରରେ ମା’ଙ୍କୁ ପିନ୍ଧା ଯାଇଛି ସୁନାର ଶାଢୀ ।

ଯାହା ୧୧ ପୂର୍ବେ ଜଣେ ଭକ୍ତ ମା’ଙ୍କୁ ଏହି ଶାଢୀ ପ୍ରଦାନ କରିଥିଲେ । ମନ୍ଦିରର ପୂଜକଙ୍କ କହିବା ଅନୁସାରେ ଏହି ଶାଢୀ କେବଳ ଦୁଇଥର ଦେବୀଙ୍କୁ ପିନ୍ଧାଯାଏ । ଗୋଟିଏ ହେଉଛି ବିଜୟ ଦଶମୀ ଏବଂ ଅନ୍ୟଟି ହେଉଛି ଲକ୍ଷ୍ମୀ ପୂଜାରେ । ଯାହାର ଓଜନ ହେଉଛି ୧୬ କିଲୋଗ୍ରାମ । ମହାରାଷ୍ଟ୍ରର ସମସ୍ତ ମନ୍ଦିର ମଧ୍ୟରେ ପୁନେର ଶ୍ରୀ ମହାଲକ୍ଷ୍ମୀ ମନ୍ଦିରର ରହିଛି ସ୍ୱତନ୍ତ୍ରତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା