Masthead

୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଖୋଲିବ ଅଷ୍ଟମ ଶ୍ରେଣୀ । ଦୁର୍ଗା ପୂଜା ଛୁଟି ପରେ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହୋଇଛି । ଦିନ ୧୦ଟାରୁ ସାଢେ ଗୋଟାଏ ଯାଏ ଚାଲିବ କ୍ଲାସ । ସକାଳ ୯ଟାରୁ ଦିନ ସାଢେ ୧୨ଟା ଯାଏ ଚାଲିବ ଅଷ୍ଟମ କ୍ଲାସ । ଅଷ୍ଟମ କ୍ଲାସର ପିଲାଙ୍କୁ ଦିଆଯିବନି ମଧ୍ୟାହ୍ନ ଭୋଜନ ।

ସ୍କୁଲ ଖୋଲିବା ପରେ ଅଫଲାଇନ ସହ ଅନଲାଇନରେ କ୍ଲାସ ହେବ । ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ସ୍କୁଲ ଆସିବା ମନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ