Masthead

ରେଲୱେ ଷ୍ଟେସନରେ ବିସ୍ଫୋରଣ

ରାୟପୁର(ବଡ଼ ଖବର ବ୍ୟୁରୋ): ରେଲୱେ ଷ୍ଟେସନରେ ବିସ୍ଫୋରଣ । ଛତିଶଗଡ଼ର ରାଜଧାନୀ ରାୟପୁର ରେଲୱେ ଷ୍ଟେସନରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ କସିଆରପିଏଫର ୪ ଯବାନ ଆହତ ହୋଇଥିବାର ସୂଚନା ମିଳିଛି । ଆହତ ଯବାନମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ପରେ ଷ୍ଟେସନ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବାର ଦେଖିବାକୁ ମିଳିଛି ।

ସେପଟେ ରେଳୱେ ଷ୍ଟେସନର ଦୁଇ ନମ୍ବର ପ୍ଲାଟଫର୍ମରେ ବିସ୍ଫୋରକ ସାମଗ୍ରୀକୁ ଗୋଟିଏ ବଗିରୁ ଅନ୍ୟ ବଗିକୁ ସ୍ଥାନାନ୍ତର କରିବା ସମୟରେ ଏହି ବିସ୍ଫୋରଣ ଘଟିଥିବାର ଜଣାପଡିଛି । ସିଆରପିଏଫର ୨୧୧ ବାଟାଲିୟନ ଯବାନମାନେ ଏକ ସ୍ୱତନ୍ତ୍ର ଟ୍ରେନରେ ଜାମ୍ମୁ-କାଶ୍ମୀର ଯାଉଥିଲେ । ଏଥିଲାଗି ଗ୍ରେନେଡ ବଗିରେ ରଖାଯାଉଥିଲା । ଠିକ ଏହି ସମୟରେ ବଗିରେ ଗ୍ରେନେଡ ବିସ୍ଫୋରଣ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା