Masthead

ପୁଣି ତୈଳ ଦର ବୃଦ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ପୁଣି ତୈଳ ଦର ବୃଦ୍ଧି ପାଇଛି । ସରକାରୀ ତୈଳ କମ୍ପାନୀଗୁଡ଼ିକ ଦ୍ୱାରା ପୁଣି ପେଟ୍ରେଲ ଏବଂ ଡିଜେଲ ଦର ବୃଦ୍ଧି କରାଯାଇଛି । ତେବେ ଡିଜେଲର ମୂଲ୍ୟ ୩୩ ରୁ ୩୭ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲର ମୂଲ୍ୟ ୩୦ରୁ ୩୪ ପଇସା ବୃଦ୍ଧି ପାଇଛି । ସେପଟେ ଦେଶରେ ଦିନକୁ ଦିନ ତୈଳ ଦର ବଢିବାରେ ଲାଗିଛି । ଅନେକ ରାଜ୍ୟରେ ଏହାର ମୂଲ୍ୟ ୧୦୦ ଟଙ୍କା ପାର କରିଛି ।

ଅନ୍ୟପଟେ ନୂତନ ମୂଲ୍ୟ ଅନୁସାରେ ଦିଲ୍ଲୀରେ ପେଟ୍ରୋଲ ଦର ୧୦୫.୪୯ ଟଙ୍କା ଥିବାବେଳେ ଡିଜେଲର ଦର ଲିଟର ପିଛା ୯୩.୨୨ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲର ମୂଲ୍ୟ ୧୧୧.୪୩ ଟଙ୍କା ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୧୦୨.୧୫ ଟଙ୍କାର ରହିଛି । କୋଲକାତାରେ ପେଟ୍ରୋଲର ମୂଲ୍ୟ ୧୦୬.୧୦ ଟଙ୍କା ଥିବାବେଳେ ଡିଜେଲ ଲିଟର ପିଛା ୯୭.୩୩ ଟଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ