ତୈଳ ଦର ବୃଦ୍ଧି ଯୋଗୁଁ ବଢିଲା ବସ ଭଡ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ତୈଳ ଦର । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଯାତ୍ରୀବାହୀ ବସ ଭଡ଼ା ମଧ୍ୟ ବୃଦ୍ଧି କରାଯାଇଛି । ସାଧାରଣ ବଳସ ଭଡ଼ା କିଲୋମିଟର ପିଛା ୩ ପଇସା ବଢିଥିବାବେଳେ ଏକ୍ସପ୍ରେସ ବସ ଭଡ଼ା ୩ ପଇସା ବୃଦ୍ଧି କରାଯାଇଛି । ସେହିପରି ଡିଲକ୍ସ ବସ ଭଡ଼ା କିଲୋମିଟର ପିଛା ୬ ପଇସା, ଏସି ଡିଲକ୍ସ ବସ ଭଡ଼ା ୬ ପଇସା ଓ ସୁପର ପ୍ରିମିୟମ ବସ ଭଡ଼ା ୯ ପଇସା ବୃଦ୍ଧି କରାଯାଇଛି ।

ପୂର୍ବରୁ ସାଧାରଣ ବସ ଭଡ଼ା କିଲୋମିଟର ପିଛା ୮୯ ପଇସା ଥିଲା । ଏବେ ୯୨ ପଇସାକୁ ବୃଦ୍ଧି ପାଇଛି । ସେହିଭଳି ଏକ୍ସପ୍ରେସ ବସ ଭଡ଼ା ୯୩ ପଇସାରୁ ୯୬ ପଇସାକୁ ବୃଦ୍ଧି ପାଇଛି । ଡିଲକ୍ସ ବସ ଭଡ଼ା ୧ ଟଙ୍କାର ୨୯ ପଇସାରୁ ବୃଦ୍ଧି ପାଇ ୧ ଟଙ୍କାର ୩୫ ପଇସା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ