Masthead

ସ୍କୁଲ ଖୋଲିବା ପରେ ସର୍ଭିଲାନ୍ସ ଟିମ ପିଲାଙ୍କ ଉପରେ ରଖିବେ ନଜର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦଶହରା ଛୁଟି ପରେ ଯୁକ୍ତ ୨ ପ୍ରଥମ ବର୍ଷ ଏବଂ ଅଷ୍ଟମ ଶ୍ରେଣୀ ଅଫଲାଇନ କ୍ଲାସ ଆରମ୍ଭ ହେବାକୁ ଯାଉଛି । ସ୍କୁଲ ଖୋଲିବା ପରେ କରୋନା ଲକ୍ଷଣ ଥିବା ପିଲାଙ୍କ ଟେଷ୍ଟିଂ ହେବ । ସେମାନଙ୍କ ଉପରେ ସର୍ଭିଲାନ୍ସ ଟିମ ନଜର ରଖିବ ଓ ପିଲାଙ୍କୁ ମନିଟରିଂ କରାଯିବ । ତେବେ ପୂଜାରେ କେତେ ସଂକ୍ରମଣ ବଢିଛି, ତାହା ଜାଣିବାକୁ କ୭ ରୁ ୧୦ ଦିନ ଲାଗିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ