Masthead

ଦୈନିକ ସଂକ୍ରମଣ ୨୦ ହଜାରରୁ କମ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଛି । ୪ଲକ୍ଷ ଟ୍ରେଣ୍ଡ ପରେ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ହ ହଜାରରୁ କମ ରହିଛି । ଗତ ୨୪ଘଣ୍ଟାରେ ଦେଶରେ ୨୦ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣଙ୍କ ମୃତ୍ୟୁ ହୋଇଛି ।

୨୪ଘଣ୍ଟାରେ ୧୫ହଜାର ୯୮୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୫୦ ଟପିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ଲକ୍ଷ ୫୩ହଜାର ୫୭୩ରେ ପହଞ୍ଚିଛି । ଦେଶରେ ସକ୍ରିୟ ମାମଲା ୨ଲକ୍ଷ ୧୬ ହଜାର ୩୨ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍