Masthead

ପ୍ରତିଶ୍ରୁତି ଦେଇ ମୁହଁ ବୁଲାଇଲେ ବିଧାୟକ

ଦଶପଲା (ବଡ଼ ଖବର ବ୍ୟୁରୋ): ପ୍ରତିଶ୍ରୁତି ଦେଇ ମୁହଁ ବୁଲାଇଲେ ବିଧାୟକ। ଦଶପଲ୍ଲା ବ୍ଲକ ଟାକରା ପଞ୍ଚାୟତ ରଥିପୁରର ପାଣ୍ଡବ ନାୟକଙ୍କ ପରିବାରରେ ତିନିଜଣ ଦିବ୍ୟାଙ୍ଗ । ଏପ୍ରିଲ‏ ୨୧ରେ ତାଙ୍କ ଘର ମଧ୍ୟ‎ ପୋଡିଯାଇଥିଲା । ଏହି ଘଟଣାପରେ ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ପାଣ୍ଡବ ପରିବାରକୁ ଭେଟିଥିଲେ।

ଏହି ବିକଳାଙ୍ଗ ପରିବାକୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ଦଶପଲ୍ଲା ତହସିଲଙ୍କୁ ବିଧାୟକ ଅବଗତ କରାଇଥିଲେ । ଛୋଟା ପୁଅର ଅର୍ଦ୍ଦନିର୍ମିତ ଘର ସମ୍ପୂର୍ଣ୍ଣ କରିବାକୁ ୨୦ ହଜାର ଟଙ୍କା ଦେବାପାଇଁ ବିଧାୟକ‏ ପାଣ୍ଡବଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ବିଧାୟକଙ୍କ ସବୁ ପ୍ରତିଶ୍ରୁତି ପ୍ରତିଶ୍ରୁତିରେ ରହିଯାଇଛି । ବିଧାୟକ ରମେଶଚନ୍ଦ୍ର ବେହେରା ପ୍ରତିଶ୍ରୁତି କଥା ଏଡାଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ