Masthead

ଭିଜିଲାନ୍ସ ଜାଲରେ ଗୋପାଳପୁର ବିଧାୟକ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରେଡ୍ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ । ପ୍ରଦୀପଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ଚଢାଉ । ପ୍ରମୁଖ ସହଯୋଗୀ ସର୍ବେଶ୍ୱର ରାଓ, କମ୍ବୁ ପାଣିଗ୍ରାହୀଙ୍କ ଘରେ ଚଢାଉ । ଏକକାଳୀନ ୧୫ଟି ସ୍ଥାନରେ ଚାଲିଛି ଚଢାଉ । ସକାଳ ୬ ଟାରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ ।

ପ୍ରଦୀପଙ୍କ ଘନିଷ୍ଠ ଥିବା ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ତଦନ୍ତ କରୁଛି ଭିଜିଲାନ୍ସ । ଅଭିଯୋଗ ପରେ ଭିଜିଲାନ୍ସକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଲୋକାୟୁକ୍ତ । ଜଣେ ଏସପି ୨ ଜଣ ଅତିରିକ୍ତ ଏସପି ଓ ୧୭ ଡ଼ିଏସପି ରେଡରେ ସାମିଲ ଅଛନ୍ତି । ୨୦୦୯ ରୁ ୨୦୨୦ ଭିତରେ ୫କୋଟି ୫ଲକ୍ଷ ୪୬୬୫ ଟଙ୍କା ଠୁଳ କରିଥିବା ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ