Masthead

ମନୀଷ ହତ୍ୟା ମାମଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନୀଷ ଅନୁରାଗ ହତ୍ୟା ମାମଲା । ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ଅନୁମତି ଦେଲେ ଜେଏମଏଫସି କୋର୍ଟ । କାଲିଠୁ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା । ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ଜେଏମଏଫସି କୋର୍ଟ । ସେପଟେ କୋର୍ଟରେ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ଅମ୍ରିତ ସିଂଙ୍କ ପାଇଁ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ ।

ଅନ୍ୟ ଦୁଇ ଅଭିଯୁକ୍ତଙ୍କ ପାଇଁ କେହି ଜାମିନ ଆବେଦନ କରିନଥିଲେ । କିନ୍ତୁ ଜେଏମଏଫସି କୋର୍ଟ ଅମ୍ରିତଙ୍କ ଜାମିନ୍ ଆବେଦନକୁ ଖାରଜ କରି ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ରିମାଣ୍ଡରେ ଆଣି ପଚରାଉଚୁରା କରିବା ପରେ ମନୀଷଙ୍କୁ କେମିତି ଓ କେଉଁଠି ମାରିଲେ ତାହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ