Masthead

ତୁଳସୀ ପାହାଡ଼ରେ ମାଓ କ୍ୟାମ୍ପ ଠାବ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ତୁଳସୀ ପାହାଡ଼ରେ ମାଓ କ୍ୟାମ୍ପ ଠାବ । ବହୁ ମାଓ ସାମଗ୍ରୀ ଜବତ । ୧୪ ତାରିଖ ରାତିରେ ବିଏସଏଫ ଓ ଜିଲ୍ଲା ପୋଲିସର ଡିଭିଏଫ, ଏସଓଜି ଟିମ ପକ୍ଷରୁ ମାଲକାନଗିରି ଜିଲ୍ଲା ତୁଳସୀ ପାହାଡ ଅଞ୍ଚଳରେ କୁମ୍ବିଂ କରାଯାଇଥିଲା । ଅପରେସନରେ ବହୁତ ମାଓ ସାମଗ୍ରୀ ଜବତ ହେଇଛି ।

ତେବେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ମହୁପଦର ଏଲଓଏସ ର ମାଓବାଦୀମାନେ ଖସି ଯିବାରେ ସକ୍ଷମ ହୋଇଥିଲେ । ତେବେ ସେମାନଙ୍କ ବ୍ୟବହୃତ ଅନେକ ସାମଗ୍ରୀ ଛାଡି ଚାଲି ଯାଇଥିଲେ । ମାଲକାନଗିରି ପୋଲିସ ଏସବୁ ସାମଗ୍ରୀ ଜବତ କରିବା ସହ ମାଓବାଦୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଅନୁରୋଧ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼